ପିଏମଇଣ୍ଡିଆ
ଓନମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ବିଶେଷ ଉତ୍ସବ ଓନମ ଅବସରରେ ଶୁଭେଚ୍ଛା, ସକରାତ୍ମକତା, ସ୍ପନ୍ଦନ, ଭାଇଚାରା ଏବଂ ସୌହାର୍ଦ୍ଦ୍ୟ ସହିତ ଜଡିତ ଏକ ଉତ୍ସବ । ମୁଁ ସମସ୍ତଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି ।
HS
Best wishes on the special occasion of Onam, a festival associated with positivity, vibrancy, brotherhood and harmony. I pray for everyone’s good health and wellbeing.
— Narendra Modi (@narendramodi) August 21, 2021
Best wishes on the special occasion of Onam, a festival associated with positivity, vibrancy, brotherhood and harmony. I pray for everyone's good health and wellbeing.
— Narendra Modi (@narendramodi) August 21, 2021