Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜବାହରଲାଲ ନେହେରୁଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ଆମର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।

 

 SR