Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍‌ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ‘ମିଶନ ଦିବ୍ୟାସ୍ତ୍ର’କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ


ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍‌ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି–୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ମିଶନ ଦିବ୍ୟାସ୍ତ୍ର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଆରଡିଓ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିଛନ୍ତି।

 

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି –

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ମିତ ମଲ୍‌ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି–୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ‘ମିଶନ ଦିବ୍ୟାସ୍ତ୍ର‘ ପାଇଁ ଆମ ଡିଆରଡିଓ ବୈଜ୍ଞାନିକଙ୍କ ପାଇଁ ଗର୍ବିତ।

 

BS