Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାର ପୀଡ଼ିତଙ୍କ ପାଇଁ ଅନୁକମ୍ପା ସହାୟତାକୁ ପ୍ରଧାନମନ୍ତ୍ରୀଙ୍କ ମଂଜୁର


 

ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଂଜୁର କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:

“ହରିଆନାର କୈଥଲରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତାକୁ ପ୍ରଧାନମନ୍ତ୍ରୀ ମଂଜୁର କରିଛନ୍ତି । ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”

SR