ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ (24 ଡିସେମ୍ବର,2016)
The Prime Minister, Shri Narendra Modi arrives at Mumbai Airport, on December 23, 2016.
The Prime Minister, Shri Narendra Modi being welcomed by the Governor of Maharashtra, Shri C. Vidyasagar Rao and the Chief Minister of Maharashtra, Shri Devendra Fadnavis on his arrival, at Mumbai Airport on December 24, 2016.

The Prime Minister, Shri Narendra Modi inaugurating the new campus of National Institute of Securities Markets (NISM), at Patalganga, in Mumbai on December 24, 2016.
The Prime Minister, Shri Narendra Modi inaugurated the new campus of National Institute of Securities Markets (NISM), at Patalganga, in Mumbai on December 24, 2016.
The Prime Minister, Shri Narendra Modi at the inauguration of new Campus of National Institute of Securities Markets (NISM), at Patalganga, in Mumbai on December 24, 2016.
The Prime Minister, Shri Narendra Modi addressing at the inauguration of new Campus of National Institute of Securities Markets (NISM), at Patalganga, in Mumbai on December 24, 2016.
The Prime Minister, Shri Narendra Modi addressing at the inauguration of new Campus of National Institute of Securities Markets (NISM), at Patalganga, in Mumbai on December 24, 2016.
The Prime Minister, Shri Narendra Modi at Kalash Arpan ceremony, at Girgaum Chowpatty, in Mumbai on December 24, 2016.
The Prime Minister, Shri Narendra Modi performing Jal Pujan for the Chhatrapati Shivaji Maharaj Memorial in the Arabian Sea, 4 kms off Mumbai's Marine Drive, in Mumbai on December 24, 2016.

ମୁମ୍ବାଇ ମେରାଇନ ଡ୍ରାଇଭଠାରୁ ୪ କିଲୋମିଟର ଦୂର ଆରବ ସାଗରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ଛତ୍ରପତି ଶିବାଜୀ ମହାରାଜଙ୍କ ସ୍ମାରକୀ ଉଦ୍ଦେଶ୍ୟରେ ଜଳ ପୂଜା କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ।
ମୁମ୍ବାଇ ମେରାଇନ ଡ୍ରାଇଭଠାରୁ ୪ କିଲୋମିଟର ଦୂର ଆରବ ସାଗରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ଛତ୍ରପତି ଶିବାଜୀ ମହାରାଜଙ୍କ ସ୍ମାରକୀ ଉଦ୍ଦେଶ୍ୟରେ ଜଳ ପୂଜା କରୁଛନ୍ତି ।
ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଡିସେମ୍ବର ୨୪, ୨୦୧୬ରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ତଥା ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକାରୀ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଡିସେମ୍ବର ୨୪, ୨୦୧୬ରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ତଥା ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକାରୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଡିସେମ୍ବର ୨୪, ୨୦୧୬ରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭାକର ପ୍ରଭୁ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ତଥା ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକାରୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭାକର ପ୍ରଭୁ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ତଥା ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକାରୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଡିସେମ୍ବର ୨୪, ୨୦୧୬ରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ବେଳେ ରେଳ ମନ୍ତ୍ରଣାଳୟ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ହୋଇଥିବା ରାଜିନାମାର ଆଦାନ ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭାକର ପ୍ରଭୁ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ତଥା ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକାରୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଡିସେମ୍ବର ୨୪, ୨୦୧୬ରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ବେଳେ ରେଳ ମନ୍ତ୍ରଣାଳୟ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ହୋଇଥିବା ରାଜିନାମାର ଆଦାନ ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭାକର ପ୍ରଭୁ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଦୁଇଟି ମେଟ୍ରୋ କରିଡର ଏବଂ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ଜନତାଙ୍କୁ ସମ୍ବୋଧିତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ପୁଣେଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ପୁଣେଠାରେ ପହଞ୍ଚିବା କ୍ଷଣି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ତାଙ୍କୁ ସ୍ଵାଗତ କରୁଛନ୍ତି ।
The Prime Minister, Shri Narendra Modi at the foundation stone laying ceremony of the Pune Metro Project (Phase 1), in Pune on December 24, 2016. The Governor of Maharashtra, Shri C. Vidyasagar Rao, the Union Minister for Road Transport & Highways and Shipping, Shri Nitin Gadkari and the Chief Minister of Maharashtra, Shri Devendra Fadnavis are also seen.
ପୁଣେଠାରେ ଡିସେମ୍ବର ୨୪, ୨୦୧୬ରେ ପୁଣେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପୁଣେଠାରେ ଡିସେମ୍ବର ୨୪, ୨୦୧୬ରେ ପୁଣେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ସଡକ ପରିବହନ, ରାଜପଥ ତଥା ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ପୁଣେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ଏବଂ ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ, କେନ୍ଦ୍ର ସଡକ ପରିବହନ, ରାଜପଥ ତଥା ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ।
ପୁଣେଠାରେ ଡିସେମ୍ବର ୨୪, ୨୦୧୬ରେ ପୁଣେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୪, ୨୦୧୬ରେ ପୁଣେରୁ ଦିଲ୍ଲୀ ଅଭିମୂଖେ ପ୍ରସ୍ଥାନ କରୁଛନ୍ତି । ନିକଟରେ ଅଛନ୍ତି ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ସି. ବିଦ୍ୟାସାଗର ରାଓ, କେନ୍ଦ୍ର ନଗର ଉନ୍ନୟନ, ଗୃହ ନିର୍ମାଣ ଏବଂ ସହରାଞ୍ଚଳ ଦାରିଦ୍ର୍ୟ ଦୂରୀକରଣ ମନ୍ତ୍ରୀ ଶ୍ରୀ ଏମ. ଭେଙ୍କେୟା ନାଇଡୁ ଏବଂ କେନ୍ଦ୍ର ସଡକ ପରିବହନ, ରାଜପଥ ତଥା ଜାହାଜ ଚଳାଚଳ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ ।