Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜଘାଟରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ରାଜଘାଟରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଆଜି ସକାଳେ ରାଜଘାଟରେ ପୂଜ୍ୟ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଆମ ଦେଶ ପାଇଁ ତାଙ୍କର ଦୃଷ୍ଟିକୋଣ ସାକାର କରିବାକୁ ଆମେ ଆମର ପ୍ରତିବଦ୍ଧତା ଦୋହରାଉଛୁ ।”

 

SR