Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:

“ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ Shri @OmarAbdullah ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।

SR