Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ଗୁରୁପୂର୍ଣ୍ଣିମାର ଅନେକ ଶୁଭକାମନା ।

ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଅନେକ ଶୁଭେଚ୍ଛା ।”

SR