ପିଏମଇଣ୍ଡିଆ
23.04.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଜି 7, ଲୋକ କଲ୍ୟାଣ ମାର୍ଗରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିର ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି :
“ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, 7, ଲୋକ କଲ୍ୟାଣ ମାର୍ଗରେ ସିସିଏସ ର ଏକ ବୈଠକର ଅଧ୍ୟକ୍ଷତା କରିଛି।”
In the wake of the terrorist attack in Pahalgam, chaired a meeting of the CCS at 7, Lok Kalyan Marg. pic.twitter.com/bZj5gggp5l
— Narendra Modi (@narendramodi) April 23, 2025