Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବାବାସାହେବ ଡକ୍ଟର ବି. ଆର୍‌. ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ବାବାସାହେବ  ଡକ୍ଟର  ବି. ଆର୍‌. ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ଭବନରେ ବାବାସାହେବ ଡକ୍ଟର ବି. ଆର୍‌. ଆମ୍ବେଦକରଙ୍କୁ ମହାପରିନିର୍ବାଣ ଦିବସ ଅବସରରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ;

ମହାପରିନିର୍ବାଣ ଦିବସରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

***

SSP