Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ


 କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ପାଇଁ  ଆଲୋଚନା

 ଭାରତରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରିବାକୁ ଉତ୍ସାହିତ ଅଛନ୍ତି କହିଲେ ପ୍ରଧାନମନ୍ତ୍ରୀ

 

ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପାରସ୍ପରିକ ସ୍ୱାର୍ଥ ଥିବା ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନେ ଆଲୋଚନା କରିଥିଲେ

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ପୁଟିନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସେ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ତାଙ୍କୁ ଭାରତରେ ସ୍ୱାଗତ କରିବାକୁ ଉତ୍ସାହିତ ଥିବା କହିଥିଲେ। 

SR