Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଟ୍ରମ୍ପଙ୍କ ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟ ଚୁକ୍ତିନାମାକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟ ଚୁକ୍ତିନାମାକୁ ସ୍ୱାଗତ କରିଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ବିକାଶ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାହୁଙ୍କ ଦୃଢ଼ ନେତୃତ୍ୱକୁ ଦର୍ଶାଉଛି ସେ ଆଶ ପ୍ରକାଶ କରିଛନ୍ତି ଯେ, ବନ୍ଧକଙ୍କ ମୁକ୍ତି ଏବଂ ଗାଜାର ଲୋକମାନଙ୍କୁ ବର୍ଦ୍ଧିତ ମାନବିକ ସହାୟତା ବହୁପ୍ରତିକ୍ଷୀତ ବିରତି ଆଣିବ ଏବଂ ଏହି ଅଞ୍ଚଳରେ ସ୍ଥାୟୀ ଶାନ୍ତି ସ୍ଥାପନ ପାଇଁ ପଥ ପ୍ରଶସ୍ତ କରିବ

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି;

ଆମେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟ ଚୁକ୍ତିନାମାକୁ ସ୍ୱାଗତ କରୁଛୁ ଏହା ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଦୃଢ଼ ନେତୃତ୍ୱର ଏକ ପ୍ରତିଫଳନ

ଆମେ ଆଶା କରୁଛୁ ଯେ, ବନ୍ଧକଙ୍କ ମୁକ୍ତି ଏବଂ ଗାଜାର ଲୋକମାନଙ୍କୁ ବର୍ଦ୍ଧିତ ମାନବିକ ସହାୟତା ସେମାନଙ୍କ ପାଇଁ ବହୁପ୍ରତିକ୍ଷୀତ ବିରତି ଆଣିବ ଏବଂ ସ୍ଥାୟୀ ଶାନ୍ତି ସ୍ଥାପନ ପାଇଁ ପଥ ପ୍ରଶସ୍ତ କରିବ।

@potus

@realDonaldTrump

@netanyahu”

 

SR