ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଶ୍ରୀ ମୋଦୀ କହିଛନ୍ତି ଯେ, ରାମଦରଶ ମିଶ୍ରଙ୍କ ବିୟୋଗ ହିନ୍ଦୀ ଏବଂ ଭୋଜପୁରୀ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କର ଲେକାପ୍ରିୟ ଲେଖା ପାଇଁ ତାଙ୍କୁ ସର୍ବଦା ମନେ ରଖାଯିବ ।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋ ହିନ୍ଦୀ ଏବଂ ଭୋଜପୁରୀ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ନିଜର ଲୋକପ୍ରିୟ ରଚନା ପାଇଁ ତାଙ୍କୁ ସର୍ବଦା ସ୍ମରଣ ରଖାଯିବ । ଏହି ଶୋକ ସମୟରେ ତାଙ୍କର ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ଗଭୀର ସମବେଦନା ରହିଛି । ଓମ୍ ଶାନ୍ତି!”
SR
जाने-माने साहित्यकार और शिक्षाविद रामदरश मिश्र जी के निधन से अत्यंत दुख हुआ है। उनका जाना हिंदी और भोजपुरी साहित्य के लिए अपूरणीय क्षति है। अपनी लोकप्रिय रचनाओं के लिए वे सदैव याद किए जाएंगे। शोक की इस घड़ी में उनके परिजनों और प्रशंसकों के प्रति मेरी गहरी संवेदनाएं। ओम शांति!
— Narendra Modi (@narendramodi) November 1, 2025