Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏସୀୟ ଚାମ୍ପିଅନ୍ସ ଟ୍ରଫି ଜିତିଥିବାରୁ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁରୁଷ ହକି ଦଳକୁ ଏସୀୟ ଚାମ୍ପିଅନ୍ସ ଟ୍ରଫି ୨୦୨୪ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ମୋଦୀ ସେମାନଙ୍କ ପ୍ରଦର୍ଶନ ଏବଂ ପ୍ରତିବଦ୍ଧତାର ପ୍ରଶଂସା କରି କହିଛନ୍ତି ଯେ ଦଳ ଦେଶକୁ ଗର୍ବିତ କରିଛି।

ପ୍ରଧାନମନ୍ତ୍ରୀ X ରେ ପୋଷ୍ଟ କରିଛନ୍ତି:

“ଏସୀୟ ପୁରୁଷ ହକି ଚାମ୍ପିଅନ୍ସ ଟ୍ରଫି ୨୦୨୪ ଜିତିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ!

ସେମାନଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ, ଅଟଳ ମନୋଭାବ ଏବଂ ସମର୍ପଣ ଦେଶକୁ ଗର୍ବିତ କରିଛି।”

 

BS