Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମହାମହିମ ଆଣ୍ଟୋନିଓ କୋଷ୍ଟାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମହାମହିମ ଆଣ୍ଟୋନିଓ କୋଷ୍ଟାଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମୋର ବନ୍ଧୁ @antoniolscostaଙ୍କୁ ଅଭିନନ୍ଦନ । ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀକୁ ଅଧିକ ଉପରକୁ ନେବା ପାଇଁ ମୁଁ ଆପଣଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଉତ୍ସୁକ

*****

NS/SLP