Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିଶ୍ରୀ ମୋଦୀ କହିଥିଲେ ଯେ ମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ି ପାଇଁ ପଥପ୍ରଦର୍ଶକ ହୋଇ ରହିବ

ପ୍ରଧାନମନ୍ତ୍ରୀଏକ୍ସରେ ପୋଷ୍ଟ କରିଛନ୍ତି:

ମାତୃଭୂମିର ଜଣେ ପ୍ରଖର ଉପାସକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳିମୂଲ୍ୟବୋଧ ଉପରେ ଆଧାରିତ ତାଙ୍କର ନୀତି ଏବଂ ବିଚାର ଦେଶର ପ୍ରତ୍ୟେକ ପିଢ଼ିକୁ ମାର୍ଗଦର୍ଶନ ଜାରି ରଖିବ ।

HS