Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାବିଷୁବ ପଣା ସଂକ୍ରାନ୍ତି ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ପଣାସଂକ୍ରାନ୍ତି ଉପଲକ୍ଷେ ଶୁଭକାମନା ଜଣାଇଛନ୍ତି ।

 

ଏକ୍ସରେ ଗୋଟିଏ ପୋଷ୍ଟରେ ସେ ଲେଖିଛନ୍ତି,

 

‘‘ମହାବିଷୁବ ପଣା ସଂକ୍ରାନ୍ତିର ଶୁଭକାମନା !’’

 

***

PS