Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସହର ଏବଂ ଆଖପାଖ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ଉନ୍ନତି ପାଇଁ ଏହି ଡାକ୍ତରଖାନା ଏକ ପ୍ରଶଂସନୀୟ ପ୍ରୟାସ। ଡାକ୍ତରଖାନା ଦଳ ଦ୍ୱାରା ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନକୁ ସମନ୍ୱିତ କରିବା ଉପରେ ଗୁରୁତ୍ୱ ଦିଆଯାଉଥିବାରୁ ସେ ମଧ୍ୟ ପ୍ରଶଂସା କରିଥିଲେ।

ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି;

“ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଥିଲେ। ସହର ଏବଂ ଆଖପାଖ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ଉନ୍ନତି ପାଇଁ ଏହା ଏକ ପ୍ରଶଂସନୀୟ ପ୍ରୟାସ। ଡାକ୍ତରଖାନା ଦଳ ଦ୍ୱାରା ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନକୁ ଏକୀକୃତ କରିବା ଉପରେ ଗୁରୁତ୍ୱ ପ୍ରଶଂସନୀୟ

HS