Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କର୍ଣ୍ଣାଟକର କାରୱାରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏହି ଦୁଃଖଦ ସମୟରେ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନିଜର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;

କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କରୱାରରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଖଦାୟକ ଏହି ଦୁଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

HS