ପିଏମଇଣ୍ଡିଆ
ଆଜି ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଗତକାଲି ରାତିରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।
ଗୋଟିଏ ଏକ୍ସ ପୋଷ୍ଟ ଶେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:
‘‘ଆସନ୍ତାକାଲିର କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯିବ !’’
******
PS
More strict actions against paper leaks to come in tomorrow’s Cabinet! pic.twitter.com/NRysBukk5U
— Narendra Modi (@narendramodi) July 23, 2026