ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ଲଖିସରାଇରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:
“ବିହାରର ଲଖିସରାଇରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ। ’’
HS
PM @narendramodi has announced an ex-gratia of Rs. 2 lakh from PMNRF to be given to the next of kin of each deceased in the unfortunate incident in Lakhisarai, Bihar. The injured would be given Rs. 50,000. https://t.co/MpnGrBgvQD
— PMO India (@PMOIndia) August 17, 2026