Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲେଙ୍ଗାନାର ରାଜ୍ୟପାଳ


ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଲା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଲା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

@tg_governor”

 

 

SR