Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସ ଉପରେ ଲେଖିଛନ୍ତି;

“ରାଷ୍ଟ୍ରପତି ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲି।

@rashtrapatibhvn”

HP