Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ଦୀପାବଳିର ଶୁଭେଚ୍ଛା ଜଣାଇଲେ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ବିନିମୟ କରିଛନ୍ତି।

ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;

“ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଥିଲି ।

@VPIndia

@CPR_VP”

HS