Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କାନପୁର କୋଠା ଭୁଷୁଡିବା ଘଟଣା ଜନିତ ଜୀବନହାନୀ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ


କାନପୁର କୋଠା ଭୁଷୁଡିବା ଘଟଣାରେ ହୋଇଥିବା ଜୀବନହାନୀ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।
“କାନପୁର କୋଠା ଭୁଷୁଡିବା ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।