Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏନ ବିରେନ ସିଂ, ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନ ବିରେନ ସିଂଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ଏନ ବିରେନ ସିଂ ଏବଂ ତାଙ୍କ ଦଳକୁ ଶୁଭେଚ୍ଛା । ମୁଁ ନିଶ୍ଚିତ ଯେ ଏହି ସରକାର ମଣିପୁରର ବିକାଶ ଲାଗି ଅନବରତ କାର୍ଯ୍ୟ କରିବ ।”

*****