ପିଏମଇଣ୍ଡିଆ
ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କ ସହିଦ ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
“ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କ ସହିଦ ଦିବସରେ ପ୍ରଧାନମନ୍ତ୍ରୀ ସେମାନଙ୍କୁ ସ୍ମରଣ କରିଥିଲେ । ସେମାନଙ୍କ ସାହାସ ଏବଂ ତ୍ୟାଗକୁ ଭାରତ କେବେହେଲେ ଭୁଲିବ ନାହିଁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।