Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବୈଶାଖୀରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବୈଶାଖୀ ଉପଲକ୍ଷେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ ବୈଶାଖୀରେ ସବୁ ଦେଶବାସୀଙ୍କୁ ବହୁତ ବହୁତ ଶୁଭ କାମନା,” ବୋଲି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

******