Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହିମାଚଳ ପ୍ରଦେଶ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶ ବସ ଦୁର୍ଘଟଣାରେ ଜୀବନ ହାନି ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି ।

“ହିମାଚଳ ପ୍ରଦେଶ ବସ ଦୁର୍ଘଟଣାରେ ନିଜର ପ୍ରିୟଜନଙ୍କୁ ହରାଇଥିବା ପରିବାରଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********