ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଆସାମରେ ପ୍ରଧାନମନ୍ତ୍ରୀ (ଅଗଷ୍ଟ 01,2017)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 01, 2017ରେ ଆସାମର ଗୌହାଟୀଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ବନୱାରିଲାଲ ପୁରୋହିତ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 01, 2017ରେ ଆସାମର ଗୌହାଟୀଠାରେ ପହଞ୍ଚିବା କ୍ଷଣି ସେଠାକାର ରାଜ୍ୟପାଳ ଶ୍ରୀ ବନୱାରିଲାଲ ପୁରୋହିତ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ ତାଙ୍କୁ ସ୍ଵାଗତ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କରେ ଦେଖାଦେଇଥିବା ବନ୍ୟା ପରିସ୍ଥିତି ଏବଂ ରିଲିଫ କାର୍ଯ୍ୟର ସମୀକ୍ଷା କରିବା ପାଇଁ ଅଗଷ୍ଟ 01, 2017ରେ ଗୌହାଟୀଠାରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ।

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କରେ ଦେଖାଦେଇଥିବା ବନ୍ୟା ପରିସ୍ଥିତି ଏବଂ ରିଲିଫ କାର୍ଯ୍ୟର ସମୀକ୍ଷା କରିବା ପାଇଁ ଗୌହାଟୀଠାରେ ଅଗଷ୍ଟ 01, 2017ରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅରୁଣାଚଳ ପ୍ରଦେଶର ବନ୍ୟା ପରିସ୍ଥିତି ଏବଂ ରିଲିଫ କାର୍ଯ୍ୟର ସମୀକ୍ଷା କରିବା ପାଇଁ ଅଗଷ୍ଟ 01, 2017ରେ ଆସାମର ଖନାପରାଠାରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ।

ଆସାମର ଖନାପରାଠାରେ ଅଗଷ୍ଟ 01, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାଗାଲେଣ୍ଡ ବନ୍ୟା ପରିସ୍ଥିତି ନେଇ ସେଠାକାର ମୁଖ୍ୟମନ୍ତ୍ରୀ ଶ୍ରୀ ଟି.ଆର.ଜେଲିଆଙ୍ଗ ଏବଂ ଉଚ୍ଚ ପଦାଧିକାରୀଙ୍କ ସହିତ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ।

ଆସାମର ଖନପରାଠାରେ ଅଗଷ୍ଟ 01, 2017ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ଏବଂ ଉଚ୍ଚ ପଦାଧିକାରୀଙ୍କ ସହିତ ମଣିପୁର ବନ୍ୟା ପରିସ୍ଥିତି ନେଇ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 01, 2017ରେ ଆସାମ ଏବଂ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଗସ୍ତ ବେଳେ ଆସାମ ମୁଖ୍ୟମନ୍ତ୍ରୀଙ୍କ ସଙ୍ଗେ ସେଠାକାର ବନ୍ୟା ପରିସ୍ଥିତି ନେଇ ସମୀକ୍ଷା କରିବା ପରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଛନ୍ତି । ନିକଟରେ ଅଛନ୍ତି ଆସାମ ରାଜ୍ୟପାଳ ଶ୍ରୀ ବନୱାରିଲାଲ ପୁରୋହିତ ।