Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀ ଜୋମଦେ କେନାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ଅରୁଣାଚଳ ପ୍ରଦେଶର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜୋମଦେ କେନାଙ୍କ ଦୁଃଖଦ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ଏବଂ ତାଙ୍କ ପରିବାର ଓ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି ।