ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଦିନଦୟାଲ ଉର୍ଜା ଭବନଠାରେ ‘ପ୍ରଧାନମନ୍ତ୍ରୀ ସୌଭାଗ୍ୟ ଯୋଜନା’ ର ଶୁଭାରମ୍ଭ କରୁଛନ୍ତି ପ୍ରଧାନମନ୍ତ୍ରୀ (ସେପ୍ଟେମ୍ବର 25,2017)
The Prime Minister, Shri Narendra Modi unveiling the statue of Pandit Deendayal Upadhyay Ji, at Deendayal Urja Bhawan, in New Delhi on September 25, 2017.
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀସ୍ଥିତ ଦୀନଦୟାଲ ଉର୍ଜା ଭବନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀସ୍ଥିତ ଦୀନଦୟାଲ ଉର୍ଜା ଭବନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀସ୍ଥିତ ଦୀନଦୟାଲ ଉର୍ଜା ଭବନରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରୁଛନ୍ତି । ନିକଟରେ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନକୁ ଉଦ୍ଘାଟନ କରି ରାଷ୍ଟ୍ରକୁ ସମର୍ପିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ ପ୍ରଧାନମନ୍ତ୍ରୀ ସୌଭାଗ୍ୟ ଯୋଜନାର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ ପ୍ରଧାନମନ୍ତ୍ରୀ ସୌଭାଗ୍ୟ ଯୋଜନାର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ କାଗଜ ବିହୀନ କାର୍ଯ୍ୟ।ଳୟ ପ୍ରକଳ୍ପ (ଦିଶା)-ଓଏନଜିସି ଅହମ୍ମଦାବାଦ ସମ୍ପତ୍ତିର ଶୁଭାରମ୍ଭ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 25, 2017ରେ ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ ପ୍ରଧାନମନ୍ତ୍ରୀ ସୌଭାଗ୍ୟ ଯୋଜନାର ଶୁଭାରମ୍ଭ ଅବସରରେ ସମ୍ବୋଧିତ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ ସେପ୍ଟେମ୍ବର 25, 2017ରେ ଆୟୋଜିତ ଉତ୍ସବରେ ଓଏନଜିସି ଏବଂ ଓଏନଜିସି ବିଦେଶ ଲିମିଟେଡ଼ର ନିର୍ଦ୍ଦେଶକ ମଣ୍ଡଳୀଙ୍କ ଗହଣରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ନୂଆଦିଲ୍ଲୀଠାରେ ଦୀନଦୟାଲ ଉର୍ଜା ଭବନରେ ସେପ୍ଟେମ୍ବର 25, 2017ରେ ଆୟୋଜିତ ଉତ୍ସବରେ ଓଏନଜିସି ଏବଂ ଓଏନଜିସି ବିଦେଶ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକଙ୍କ ଗହଣରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ଯୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶକ୍ତି, ନୂତନ ତଥା ଅକ୍ଷୟ ଶକ୍ତି (ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସଚିବ ଶ୍ରୀ କେ.ଡି.ତ୍ରିପାଠୀ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।