Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିଜୟା ଦଶମୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବିଜୟା ଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ପବିତ୍ର ବିଜୟା ଦଶମୀରେ ଦେଶବାସୀଙ୍କୁ ଶୁଭକାମନା ! ସମସ୍ତଙ୍କୁ ବିଜୟା ଦଶମୀର ଅଶେଷ ଅଭିନନ୍ଦନ,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

*****