Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତୀୟ କମ୍ପାନୀ ସେକ୍ରେଟାରୀ ପ୍ରତିଷ୍ଠାନ(ଆଇସିଏସଆଇ)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂଧ୍ୟା 6ଟା ବେଳେ ଭାରତୀୟ କମ୍ପାନୀ ସେକ୍ରେଟାରୀ ପ୍ରତିଷ୍ଠାନ(ଆଇସିଏସଆଇ)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଅବସରରେ ସେ ଭାରତ ବ୍ୟାପୀ କମ୍ପାନୀ ସେକ୍ରେଟାରୀମାନଙ୍କୁ ସମ୍ବୋଧିତ କରିବେ ।