Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

‘ଭାଇ ଦୁଜ’ ପର୍ବରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଇ ଦୁଜ ପର୍ବ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ଭାଇ ଦୁଜ’ର ପବିତ୍ର ଅବସରରେ ସବୁ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭ କାମନା” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

**********