Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏସୀୟ ମହାସଂଘ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ବିଜୟୀ ମେରୀକମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହିଳା ବକ୍ସର ମେରୀକମଙ୍କୁ ଏସୀୟ କନଫେଡେରେସନ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ହାସଲ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଏଏସବିସି ଏସୀୟ କନଫେଡେରେସନ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ହାସଲ ପାଇଁ ମେରୀକମଙ୍କୁ ଅଭିନନ୍ଦନ । ଆପଣଙ୍କ ଉପଲବ୍ଧୀ ଓ ସଫଳତା ପାଇଁ ଭାରତ ଗର୍ବିତ” ।