Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିକୁ 5 କୋଟି ଟଙ୍କା ଦାନକଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିକୁ 5 କୋଟି ଟଙ୍କା ଦାନକଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ


ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନୂଆଦିଲ୍ଲୀଠାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ସାକ୍ଷାତକାଳରେ ସେ ଲାକ୍ଷାଦୀପ ଏବଂ ଅନ୍ୟ ରାଜ୍ୟର ବାତ୍ୟା ପ୍ରପୀଡିତ ଲୋକଙ୍କ ନିମିତ୍ତ ମୁଖ୍ୟମନ୍ତ୍ରୀ ଦୂରାବସ୍ଥା ରିଲିଫ ଫଣ୍ଡରୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିକୁ 5 କୋଟି ଟଙ୍କାର ଏକ ଚେକ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି ।