Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଶାସ୍ତ୍ରୀଜୀଙ୍କ ଜନ୍ମ ତିଥିରେ ଆମେ ଶ୍ରଦ୍ଧାଞ୍ଜଳି ଜଣାଉଛୁ । ତାଙ୍କ ଅତୁଳନୀୟ ସେବା ଏବଂ ସାହାସିକ ନେତୃତ୍ଵ ଆଗାମୀ ପିଢି ପାଇଁ ସ୍ମରଣୀୟ ହୋଇ ରହିବ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********