Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।

“ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ମୁଁ ତାଙ୍କ ଅମ୍ଳାନ ସ୍ମୃତି ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରୁଛି । ଆଜି ଜାତୀୟ ଯୁବ ଦିବସ ଅବସରରେ ମୁଁ ଆମ ଯୁବବର୍ଗଙ୍କ ଅଦମନୀୟ ଶକ୍ତି ଏବଂ ଅଦମ୍ୟ ଉତ୍ସାହକୁ ପ୍ରଣାମ କରୁଛି, ଯେଉଁମାନେ କି ନୂତନ ଭାରତର ନିର୍ମାଣକର୍ତ୍ତା,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।