Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


 

ଲୋହରି ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି “ପବିତ୍ର ଲୋହରି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହି ସ୍ଵତନ୍ତ୍ର ଉତ୍ସବ ଆମ ସମାଜରେ ଖୁସି ଏବଂ ସମୃଦ୍ଧି ଭରି ଦେଉ ବୋଲି ମୁଁ ପ୍ରାର୍ଥନା କରୁଛି” ।