Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମସ୍କୋ ବିମାନ ଦୁର୍ଘଟଣାରେ ଜୀବନହାନି ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ମସ୍କୋରେ ବିମାନ ଦୁର୍ଘଟଣା ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ଆଜି ମସ୍କୋରେ ବିମାନ ଦୁର୍ଘଟଣା ଯୋଗୁ  ଯେଉଁ ଦୁଃଖଦ ପ୍ରାଣହାନୀ ଘଟିଛି ସେଥିପାଇଁ ମୁଁ ଗଭୀର ଶୋକ ପ୍ରକାଶ କରୁଛି । ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜ୍ଞାପନ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

 

**********