ପିଏମଇଣ୍ଡିଆ
ଔଷଧିୟ ଚାରା କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ସାଓ ତୋମେ ଓ ପ୍ରିନ୍ସିପି ମଧ୍ୟରେ ସ୍ୱାକ୍ଷରିତ ବୁଝାମଣା (ଏମଓୟୁ)କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ମଞ୍ଜୁର କରିଛନ୍ତି । ଏହି ଏମଓୟୁ 14 ମାର୍ଚ୍ଚ, 2018ରେ ସ୍ୱାକ୍ଷରିତ ହୋଇଥିଲା ।
***