Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାରାଷ୍ଟ୍ର ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ମହାରାଷ୍ଟ୍ରର ରାଇଗଡ ଜିଲ୍ଲାରେ ବସ ଦୁର୍ଘଟଣା ଜନିତ ଜୀବନହାନୀ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

“ମହାରାଷ୍ଟ୍ରର ରାଇଗଡ ଜିଲ୍ଲାରେ ବସ ଦୁର୍ଘଟଣା ଜନିତ ଜୀବନହାନୀ ମୋତେ ବ୍ୟଥିତ କରିଛି । ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିଜନଙ୍କ ପ୍ରତି ମୋର ସମବେଦନା ରହିଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

***