Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ


 

କେରଳରେ ବନ୍ୟା ପରିସ୍ଥିତି ନେଇ ରାଜ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି ।

“କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନଙ୍କ ସହ ଆଜି ସକାଳେ ପୁଣି କଥା ହୋଇଛି । ରାଜ୍ୟର ବନ୍ୟା ପରିସ୍ଥିତି ନେଇ ଆମେ ଆଲୋଚନା କରିଥିଲୁ । ରାଜ୍ୟବ୍ୟାପୀ ଉଦ୍ଧାର ଏବଂ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀଙ୍କୁ କହିଛି । କେରଳବାସୀଙ୍କ ସୁରକ୍ଷା ଓ ସୁସ୍ଥତା କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।