ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Urdu
Tamil
Marathi
Bengali
Malayalam
Gujarati
Telugu
Kannada
Odia
Punjabi
Assamese
Manipuri
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
HOME
ପିଏମଇଣ୍ଡିଆ
ଗୁଜରାଟ ପ୍ରଧାନମନ୍ତ୍ରୀ (ସେପ୍ଟେମ୍ବର 30, 2018)
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଅହମ୍ମଦାବାଦଠାରେ ପହଞ୍ଚୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଅହମ୍ମଦାବାଦଠାରେ ପହଞ୍ଚିବା କ୍ଷଣି ଗୁଜରାଟ ରାଜ୍ୟପାଳ ଶ୍ରୀ ଓ.ପି.କୋହଲୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ତାଙ୍କୁ ସ୍ଵାଗତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଆନନ୍ଦଠାରେ ଅମୂଲର ଅତ୍ୟାଧୁନିକ ଚକୋଲେଟ କାରଖାନା ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଆନନ୍ଦଠାରେ ଅମୂଲର ଅତ୍ୟାଧୁନିକ ଚକୋଲେଟ କାରଖାନା ବୁଲି ଦେଖୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଆନନ୍ଦଠାରେ ଅମୂଲର ଅତ୍ୟାଧୁନିକ ଚକୋଲେଟ କାରଖାନା ବୁଲି ଦେଖୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ।
ଗୁଜରାଟର ଆନନ୍ଦଠାରେ ସେପ୍ଟେମ୍ବର 30, 2018ରେ ଅମୂଲର ଅତ୍ୟାଧୁନିକ ଚକୋଲେଟ କାରଖାନା ଉଦ୍ଘାଟନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ, କେନ୍ଦ୍ର ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଯଶୱନ୍ତସିଂ ସୁମନଭାଇ ଭାଭୋର ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଆନନ୍ଦଠାରେ ଅମୂଲର ଅତ୍ୟାଧୁନିକ ଚକୋଲେଟ କାରଖାନା ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ଗୁଜରାଟର ଆନନ୍ଦଠାରେ ସେପ୍ଟେମ୍ବର 30, 2018ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନନ୍ଦ କୃଷି ବିଶ୍ଵବିଦ୍ୟାଳୟର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଅଙ୍କୁରଣ ତଥା ଉତ୍କର୍ଷ କେନ୍ଦ୍ରକୁ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ, କେନ୍ଦ୍ର ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଯଶୱନ୍ତସିଂ ସୁମନଭାଇ ଭାଭୋର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଆନନ୍ଦଠାରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିବା ପରେ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି ।

ଗୁଜରାଟର ଅଂଜାରଠାରେ ସେପ୍ଟେମ୍ବର 30, 2018ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନ୍ଦ୍ରା ଏଲଏନଜି ଟର୍ମିନାଲ ଏବଂ ଅଂଜାର – ମୁନ୍ଦ୍ରା ଗ୍ୟାସ ଟ୍ରାନ୍ସମିସନ ପ୍ରକଳ୍ପ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଏବଂ କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ, ଜାହାଜ ଚଳାଚଳ ତଥା ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ଲାଲ ମଣ୍ଡଭିୟ ।
ଗୁଜରାଟର ଅଂଜାରଠାରେ ସେପ୍ଟେମ୍ବର 30, 2018ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନ୍ଦ୍ରା ଏଲଏନଜି ଟର୍ମିନାଲ ଏବଂ ଅଂଜାର – ମୁନ୍ଦ୍ରା ଗ୍ୟାସ ଟ୍ରାନ୍ସମିସନ ପ୍ରକଳ୍ପ ଉଦ୍ଘାଟନ କରୁଛନ୍ତି । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ, କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ, ଜାହାଜ ଚଳାଚଳ ତଥା ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ଲାଲ ମଣ୍ଡଭିୟ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଅଂଜାରଠାରେ ମୁନ୍ଦ୍ରା ଏଲଏନଜି ଟର୍ମିନାଲ ଏବଂ ଅଂଜାର – ମୁନ୍ଦ୍ରା ଗ୍ୟାସ ଟ୍ରାନ୍ସମିସନ ପ୍ରକଳ୍ପ ଉଦ୍ଘାଟନ ସମାରୋହ ଅବସରରେ ସମାବେଶକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ଅଂଜାରଠାରେ ମୁନ୍ଦ୍ରା ଏଲଏନଜି ଟର୍ମିନାଲ ଏବଂ ଅଂଜାର – ମୁନ୍ଦ୍ରା ଗ୍ୟାସ ଟ୍ରାନ୍ସମିସନ ପ୍ରକଳ୍ପ ଉଦ୍ଘାଟନ ସମାରୋହ ଅବସରରେ ସମାବେଶକୁ ସମ୍ବୋଧିତ କରୁଛନ୍ତି ।
ରାଜକୋଟଠାରେ ସେପ୍ଟେମ୍ବର 30, 2018ରେ ଏକ ସମାରୋହରେ ଇ-ଗୃହ ପ୍ରବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ନିକଟରେ ଉପସ୍ଥିତ ଅଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ପଞ୍ଚାୟତି ରାଜ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପରଷୋତ୍ତମ ରୂପାଲା, ଗୁଜରାଟ ଉପମୁଖ୍ୟମନ୍ତ୍ରୀ ଶ୍ରୀ ନିତିନଭାଇ ପଟେଲ ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ରାଜକୋଟଠାରେ ମହାତ୍ମା ଗାନ୍ଧୀ ସଂଗ୍ରହାଳୟ ଏବଂ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ରାଜକୋଟଠାରେ ମହାତ୍ମା ଗାନ୍ଧୀ ସଂଗ୍ରହାଳୟ ଏବଂ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ରାଜକୋଟଠାରେ ମହାତ୍ମା ଗାନ୍ଧୀ ସଂଗ୍ରହାଳୟ ପରିଦର୍ଶନ କରୁଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30, 2018ରେ ଗୁଜରାଟର ରାଜକୋଟଠାରେ ମହାତ୍ମା ଗାନ୍ଧୀ ସଂଗ୍ରହାଳୟ ବୁଲି ଦେଖିବା ପରେ ପରିଦର୍ଶକ ପୁସ୍ତିକାରେ ଟିପ୍ପଣୀ ଲେଖୁଛନ୍ତି ।