Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପର୍ଯ୍ୟଟନ କ୍ଷେତ୍ରରେ ଭାରତ, ଆର୍ଜେଣ୍ଟିନା ବୁଝାମଣାକୁ କ୍ୟାବିନେଟ ମଞ୍ଜୁରି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ପର୍ଯ୍ୟଟନ କ୍ଷେତ୍ରରେ ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ବୁଝାମଣାପତ୍ରକୁ ମଞ୍ଜୁର କରିଛନ୍ତି ।

ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବା ଫଳରେ ପର୍ଯ୍ୟଟନ କ୍ଷେତ୍ରରେ ସହଯୋଗ ବୃଦ୍ଧି ଲାଗି ସଂସ୍ଥାଗତ ବ୍ୟବସ୍ଥା ନିର୍ମାଣରେ ଦୁଇ ପକ୍ଷକୁ ସହାୟତା ମିଳିପାରିବ ।