Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନଭରୋଜ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ନଭରୋଜ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

“ନଭରୋଜ ମୁବାରକ! ବର୍ଷଟି ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ରହିବା ପାଇଁ ପ୍ରାର୍ଥନା । ସମସ୍ତେ ସୁଖରେ ଏବଂ ସ୍ୱାସ୍ଥ୍ୟବାନ ରୁହନ୍ତୁ, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

*****