ପିଏମଇଣ୍ଡିଆ
ଜମ୍ମୁ କାଶ୍ମୀରର କିସ୍ତୱାର ଜିଲ୍ଲାରେ ବସ ଦୁର୍ଘଟଣା ଯୋଗୁ ପ୍ରାଣହାନୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।
“ଜମ୍ମୁ କାଶ୍ମୀରର କିସ୍ତୱାର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ମର୍ମନ୍ତୁଦ । ଯେଉଁମାନେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପାଇଁ ଆମେ ଶୋକ ପ୍ରକାଶ କରୁଛୁ ଏବଂ ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛୁ । ଆହତ ବ୍ୟକ୍ତିମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।
ନରେନ୍ଦ୍ର ମୋଦୀ
ଜମ୍ମୁ କାଶ୍ମୀରର କିସ୍ତୱାର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ମର୍ମନ୍ତୁଦ । ଯେଉଁମାନେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପାଇଁ ଆମେ ଶୋକ ପ୍ରକାଶ କରୁଛୁ ଏବଂ ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛୁ । ଆହତ ବ୍ୟକ୍ତିମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।
**************
The accident in Jammu and Kashmir's Kishtwar is heart-wrenching. We mourn all those who lost their lives and express condolences to the bereaved families. May the injured recover at the earliest.
— Narendra Modi (@narendramodi) July 1, 2019