ପିଏମଇଣ୍ଡିଆ
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ଶୀଲା ଦୀକ୍ଷିତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।
“ଶ୍ରୀମତୀ ଶୀଲା ଦୀକ୍ଷିତଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ । ତାଙ୍କର ଏକ ସ୍ନେହପୂର୍ଣ୍ଣ ଓ ସୁଶୀଳ ବ୍ୟକ୍ତିତ୍ୱ ରହିଥିଲା, ଦିଲ୍ଲୀର ବିକାଶ ପାଇଁ ତାଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ତାଙ୍କ ପରିବାରବର୍ଗ ଓ ସମର୍ଥକମାନଙ୍କୁ ମୁଁ ସମବେଦନା ବ୍ୟକ୍ତ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।
**********
Deeply saddened by the demise of Sheila Dikshit Ji. Blessed with a warm and affable personality, she made a noteworthy contribution to Delhi’s development. Condolences to her family and supporters. Om Shanti. pic.twitter.com/jERrvJlQ4X
— Narendra Modi (@narendramodi) July 20, 2019