Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନାଗାଲାଣ୍ଡ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାଗାଲାଣ୍ଡ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି “ନାଗାଲାଣ୍ଡର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା । ଏହି ରାଜ୍ୟ ନିଜର ମହାନ ସଂସ୍କୃତି ପାଇଁ ପରିଚିତ । ନାଗାଲାଣ୍ଡର ଲୋକମାନେ ସହାନୁଭୂତିଶୀଳ ଏବଂ ସାହସୀ । ଆଗାମୀ ଦିନରେ ନାଗାଲାଣ୍ଡ ପ୍ରଗତିର ଶିଖର ଛୁଇଁବ ବୋଲି ଆଶା” ।